ଓଡ଼ିଶାରେ ପୁଣି ଫେରିଲା କଣ୍ଟେନମେଣ୍ଟ୍

ବହୁ ଦିନ ପରେ ରାଜ୍ୟକୁ ଫେରି ଆସିଛି କଣ୍ଟେନମେଣ୍ଟ୍ କଟକଣା। କଟକ ଜିଲ୍ଲା ପାଟସୁନ୍ଦରପୁର ପଞ୍ଚାୟତର ନୂଆସାହି ଗାଁକୁ କଣ୍ଟେନମେଣ୍ଟ୍ ଜୋନ ଭାବେ ଘୋଷଣା କରାଯାଇଛି। କଟକ ଉପଜିଲ୍ଲାପାଳ ଏହି ଗାଁକୁ କଣ୍ଟେନମେଣ୍ଟ୍ ଜୋନ ଘୋଷଣା କରିଛନ୍ତି।

ନୂଆସାହି ଗାଁରେ କରୋନା ମହାମାରିରେ ଜଣଙ୍କର ମୃତ୍ୟୁ ଘଟିବା ସହ ୧୩ ଜଣ ପଜିଟିଭ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି।

Google

ଉପଜିଲ୍ଲାପାଳ ସକାଳେ ଗାଁକୁ ଆସି ସକାଳ ୬ ଟାରୁ ଜାନୁଆରୀ ୪ ତାରିଖ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ୍ ଜୋନ ଘୋଷଣା କରିଛନ୍ତି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ ।

Leave a Reply

Your email address will not be published. Required fields are marked *