ପୁଣି ଶସ୍ତା ହେଲା ସୁନା,ଜାଣନ୍ତୁ ୧୦ ଗ୍ରାମ ସୁନାର ମୂଲ୍ୟ କେତେ ଅଛି ଆଜି ?

ଆଜି ଭାରତୀୟ ବଜାରରେ ସୁନା ଦର ହ୍ରାସ ପାଇଛି। ୨୨ କ୍ୟାରେଟ ସୁନା ଦରର ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦୦ ଟଙ୍କା ହ୍ରାସ ପାଇ ୪୫,୯୦୦ ଟଙ୍କାରେ ପହଞ୍ଚିଛି, ଆଉ ୨୪ କ୍ୟରେଟ ସୁନା ଦର ୧୦ ଗ୍ରାମ ପ୍ରତି ୯୦ ଟଙ୍କା କମି ୫୦,୦୯୦ ଟଙ୍କାରେ ପହଞ୍ଚିଛି। ରାଜଧାନୀ ଭୁବନେଶ୍ଵରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩,୭୫୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୩୦ ଟଙ୍କାରେ ପହଞ୍ଚିଛି।

ଦେଶର କିଛି ପ୍ରମୁଖ ସ୍ଥାନରେ ସୁନା ଦରର କିଛିଟା ପରିବର୍ତ୍ତନ ହୋଇଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୭୭୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୭୭୦ ଟଙ୍କା ରହିଛି, ନୂଆଦିଲ୍ଲୀରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୦୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୦୯୦ ଟଙ୍କା ରହିଛି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୧୭୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି୪୮,୧୭୦ ଟଙ୍କା ରହିଛି। କୋଲକାତାରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୨୨୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୯୭୦ ଟଙ୍କା ଛୁଇଁଛି। ଆଉ ଅନ୍ୟପର୍ଶ୍ୱରେ ରୁପାର ମୂଲ୍ୟ କିଲୋଗ୍ରାମ ପ୍ରତି ୧୦ ଟଙ୍କା ବୃଦ୍ଧି ପାଇ ୭୦,୫୧୦ ଟଙ୍କା ହୋଇଛି।

Google

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *