ପୁଣି ଶସ୍ତା ହେଲା ସୁନା , ଜାଣନ୍ତୁ ଭରି ଆଜି କେତେ ଟଙ୍କା ଅଛି ?

ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ଆଜି ପୁଣି କମିଛି ସୁନା ମୂଲ୍ୟ। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୪,୨୮୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୨୮୦ ଟଙ୍କା ଅଛି। ଓଡ଼ିଶା ରାଜ୍ୟର ରାଜଧାନୀ ଭୁବନେଶ୍ଵରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧୦୦ ଟଙ୍କା ହ୍ରାସ ପାଇ ୪୨,୧୦୦ ଟଙ୍କା ରହିଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧୧୦ ଟଙ୍କା ହ୍ରାସ ପାଇ ୪୫, ୯୩୦ ଟଙ୍କା ରହିଛି।

Google

ଦେଶର ବିଭିନ୍ନ ସହର ଗୁଡିକରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଦେଖାଦେଇଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୨୮୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୨୮୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୩୫୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୨,୫୮୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୪୫୦ ଟଙ୍କା ରହିଛି। ଆଉ ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୫୮୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୨୮୦ ଟଙ୍କା ରହିଛି। ଅନ୍ୟ ପାର୍ଶ୍ବରେ ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୭,୦୦୦ ଟଙ୍କା ରହିଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *