ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର,୮୦୦ ଟଙ୍କା କମିଲା ସୁନା ଦାମ

ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ତାହେଲେ ଆପଣ ଆଜି ଯାଇ ଘରକୁ ସୁନା କିଣି ଆଣନ୍ତୁ। ସୁନାର ମୂଲ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୩,୦୦୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୪,୦୦୦ ଟଙ୍କା ରହିଛି।

ଓଡ଼ିଶା ରାଜ୍ୟର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୧,୯୦୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୫,୭୦୦ ଟଙ୍କା ରହିଛି।

Google

ଦେଶର ପ୍ରମୁଖ ସହର ଗୁଡିକରେ ମଧ୍ୟ ସୁନା ହ୍ରାସରେ କିଛିଟା ପରିବର୍ତ୍ତନ ମଧ୍ୟ ହୋଇଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୩,୦୦୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୪,୦୦୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୪,୦୫୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୮,୦୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୨,୨୮୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୬,୧୨୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୪,୪୦୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୭,୦୦୦ ଟଙ୍କା ରହିଛି। ଆଉ ଅନ୍ୟ ପାର୍ଶ୍ବରେ ରୂପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ହ୍ରାସ ପାଇ ୬୭,୦୦୦ ଟଙ୍କା ରହିଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *