ପୁଣି ବଢିଲା ସୁନା ଦର : ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ମୂଲ୍ୟ

ଆଜି ଆନ୍ତର୍ଜାତୀୟ ବଜାରରେ ସୁନା ଦର ବୃଦ୍ଧି ପାଇଛି। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୦୬୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା ବୃଦ୍ଧି ପାଇ ୪୮,୦୬୦ ଟଙ୍କା ରହିଛି। ଆଉ ଆଜି ଓଡ଼ିଶା ରାଜ୍ୟର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦୦ ଟଙ୍କା ବୃଦ୍ଧି ପାଇ ୪୨,୦୦୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୧୨୦ ଟଙ୍କା ବୃଦ୍ଧି ପାଇ ୪୫,୮୨୦ ଟଙ୍କା ରହିଛି।

Google

ଅନ୍ୟପାଶ୍ୱରେ ଦେଶର ପ୍ରମୁଖ ସହର ମାନଙ୍କରେ ମଧ୍ୟ ସୁନାର ଦର ଉପରେ ପ୍ରଭାବ ପଡିଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୦୨୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୦୨୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୦୬୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୪୨,୩୦୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୧୪୦ ଟଙ୍କା ରହିଛି। ଆଉ ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୨୭୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୮୭୦ ଟଙ୍କା ରହିଛି। ଆଉ ଅନ୍ୟ ପାର୍ଶ୍ବରେ ରୂପା କିଲୋଗ୍ରାମ ପ୍ରତି ୭୦୦ ଟଙ୍କା ହ୍ରାସ ପାଇ ୬୫,୩୦୦ ଟଙ୍କା ରହିଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *