ମାସ୍କ ନପିନ୍ଧିଲେ ଏଥର ଯିବେ ଜେ-ଲ,ସରକାର ଘୋଷଣା କଲେ କ-ଡା ନି-ୟ-ମ,ଜାଣନ୍ତୁ ପୁରା ଖବର

ହାଇଦ୍ରାବାଦରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରକୁ ଟପି ସାରିଲାଣି। ମହାରାଷ୍ଟ୍ର ସହିତ ଅନ୍ୟକିଛି ରାଜ୍ୟରେ କରୋନା ଆ-କ୍ରା-ନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଫଳରେ, ସେଠାକାର ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ସେହିପରି ତେଲେଙ୍ଗାନା ସରକାର ମଧ୍ୟ କିଛି କଠୋର ନିଷ୍ପତ୍ତି ନେଇଛନ୍ତି।

ତେଲେଙ୍ଗାନାରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଯଦି, କେହି ଏହି ନି-ୟ-ମକୁ ଅ-ମା-ନ୍ୟ କରିବ, ତାହେଲେ ତାଙ୍କ ବି-ରୋ-ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ସହିତ ଜେ-ଲକୁ ମଧ୍ୟ ପଠାଯିବ ବୋଲି ଶନିବାର ଦିନ ରାଜ୍ୟ ସରକାର ଘୋଷଣା କରିଛନ୍ତି।

Google

ତେଲେଙ୍ଗାନା ମୁଖ୍ୟ ଶାସନ ସଚିବ ସୋମେଶ କୁମାର କହିଛନ୍ତି, କୋଭିଡ-୧୯ ସଂକ୍ରମଣରୁ ରକ୍ଷା ପାଇବାକୁ ହେଲେ ସବୁଠାରୁ ବଡ଼ ଅ-ସ୍ତ୍ର ହେଉଛି ମାସ୍କ। ଏଣୁ ରାଜ୍ୟର ସମସ୍ତ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ଅଫିସରେ ବି ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ପବ୍ଲିକ ଟ୍ରାନ୍ସପୋର୍ଟରେ ଯା’ଆସ କରୁଥିବା ଲୋକେ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଯିଏ ଏହି ନିୟମ ଉଲ୍ଲଂ-ଘନ କରିବ, ତାଙ୍କ ବି-ରୋ-ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସରକାରଙ୍କ ଏହି ନିଷ୍ପତ୍ତିକୁ ସମସ୍ତେ ଯେପରି ପାଳନ କରିବେ, ସେଥିପାଇଁ ରାଜ୍ୟର ସମସ୍ତ ଜିଲ୍ଲାପାଳ,ଏସପି ଓ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *