ଆଜିଠାରୁ ଜା-ରି ହେବ ନାଇଟ କର୍ଫ୍ୟୁ, ରାତି ୮ଟା ପରେ ମଲ ବନ୍ଦ

ମହାରାଷ୍ଟ୍ରରେ କରୋନା ମହାମାରୀ ଦିନକୁ ଦିନ ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ନାଇଟ କର୍ଫ୍ୟୁ ଜା-ରି କରାଯାଇଛି। ଆଜି ରାତିଠାରୁ ନାଇଟ କର୍ଫ୍ୟୁ ଲାଗୁ କରାଯିବ। ରାତି ୮ଟା ପରଠାରୁ ସମସ୍ତ ମଲ ଗୁଡ଼ିକ ବନ୍ଦ ରହିବ। ସପିଂ ମଲ,ବଜାର,ସିନେମା ହଲରେ ୫୦ ପ୍ରତିଶତ କ୍ଷମତାରେ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି।

Google

ଆଉ ମାସ୍କ ପନ୍ଧିନଥିଲେ ୫୦୦ ଟଙ୍କା ଫା-ଇ-ନ ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିନଥିଲେ ୧୦୦ ଟଙ୍କା ଫା-ଇ-ନ ଦେବାକୁ ପଡ଼ିବ। ହୋଲି ସମୟରେ ଏକାଠି ନହେବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୩୫ ହଜାର ୭୨୬ ଟି ନୂଆ ସଂକ୍ରମଣ ଚିହ୍ନଟ ହୋଇଛି। ମୁମ୍ବାଇରେ ୬ ହଜାର ୧୨୩ ଜଣ ସଂକ୍ରମିତ ହୋଇଛନ୍ତି। ଆଉ ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୧ ହଜାର ୭୫୧ରେ ପହଞ୍ଚିଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *