ପୁଣି ବଢିଲା ସୁନା ଦର : ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନାର ଦର

ଆଜି ଆନ୍ତର୍ଜାତୀୟ ବଜାରରେ ସୁନାର ଦର ବୃଦ୍ଧି ପାଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୪,୦୬୦ ଟଙ୍କା ରହିଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୮,୦୬୦ ଟଙ୍କା ରହିଛି। ଓଡ଼ିଶା ରାଜ୍ୟର ରାଜଧାନୀ ଭୁବନେଶ୍ଵରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୧,୯୧୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୭୨୦ ଟଙ୍କା ରହିଛି।

Google

ଆଜି ଦେଶର ପ୍ରମୁଖ ସହର ଗୁଡିକରେ ସୁନାର ଦରରେ କିଛିଟା ପରିବର୍ତ୍ତନ ହୋଇଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୨,୯୯୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୩,୯୯୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୦୬୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୦୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୨,୩୩୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୧୮୦ ଟଙ୍କା ରହିଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୧୯୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୯୧୦ ଟଙ୍କା ରହିଛି। ଆଉ ଅନ୍ୟପାର୍ଶ୍ବରେ ରୂପା ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା କମି ୬୪,୭୦୦ ଟଙ୍କା ରହିଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋନା ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *