କେନ୍ଦ୍ରାପଡାରେ ଜନ୍ମ ନେଲା ଅଦ୍ଭୁତ ଶିଶୁ କନ୍ୟା: ୨ ମୁଣ୍ଡ,୪ ଆଖି,୩ ହାତ ସହ ରହିଛି ୪ କାନ

କେନ୍ଦ୍ରାପଡ଼ା ଜିଲ୍ଲାର ଏକ ଘରୋଇ ନର୍ସିଂହୋମରେ ଏକ ଅଦ୍ଭୁତ ଶିଶୁ କନ୍ୟାର ଜନ୍ମ ହୋଇଛି। ଯାହାକି, ଶିଶୁ କନ୍ୟା ପାଖରେ ୨ଟି ମୁଣ୍ଡ ରହିଥିବା ସମୟରେ ୩ଟି ହାତ,୪ ଟି ଆଖି ଓ ୪ଟି କାନ ଅଛି।

Google

ଆଜି ପୂର୍ବାହ୍ନ ୧୧ଟା ସମୟରେ ଶିଶୁଟି ନର୍ସିଂହୋମରେ ଜନ୍ମ ହେବା ପରେ ତାକୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। କେନ୍ଦ୍ରାପଡ଼ା ଜିଲାର ରାଜନଗର ଥା-ନା ଅନ୍ତର୍ଗତ କଣୀ ଗ୍ରାମର ଉମାକାନ୍ତ ପରିଡାଙ୍କ ସ୍ତ୍ରୀ ଅମ୍ବିକା ଏହି ଶିଶୁ କନ୍ୟାଟିକୁ ଜନ୍ମ ଦେଇଛନ୍ତି। ଏହି ଶିଶୁ କନ୍ୟାଟି ଉମାକାନ୍ତଙ୍କ ଦ୍ଵିତୀୟ ସନ୍ତାନ ବୋଲି କୁହାଯାଇଛି। ଶିଶୁଟିର ପିଠି ପଟକୁ ଗୋଟେ ହାତ ରହିଛିl ତେବେ ଡାକ୍ତର ମାନେ ଶିଶୁଟିକୁ କଟକ ଶିଶୁ ଭବନକୁ ପଠାଇ ଦେଇଛନ୍ତି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *