ବଜ୍ରପାତ ସହ ବର୍ଷାର ସମ୍ଭାବନା

ତାତିରୁ ମିଳିବ ତ୍ରାହି। ଗରମ ଓ ଗୁ-ଳୁଗୁ-ଳିଠାରୁ ମିଳିବ ସାମାନ୍ୟ ଆଶ୍ୱସ୍ତି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି। ଏ ସମନ୍ଧରେ ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛିକି କିଛି ସ୍ଥାନରେ ହାଲୁକା ବର୍ଷା ହେବା ସହ ବଜ୍ରପାତ ହେବ ବୋଲି।

ପାଣିପାଗ ବିଭାଗ ୧୦ଟି ଜିଲ୍ଲାକୁ ବଜ୍ରପାତ ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜା-ରି କରିଛି। ସେହି ଜିଲ୍ଲାଗୁଡିକ ହେଲା:- ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ଼। ଏହି ସମସ୍ତ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ଅଛି।

Google

ଗତକାଲି ରାଜ୍ୟର ଅନେକ ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିବାର ରେ-କ-ର୍ଡ କରାଯାଇଛି। ଗଜପତି ଜିଲ୍ଲାର ନୂଆଗଡ଼ରେ ୨୮ ଦଶମିକ ୨ ମିଲିମିଟର ବର୍ଷା ହୋଇଥିବାର ରେ-କ-ର୍ଡ କରାଯାଇଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *