ସୁନାର ମୂଲ୍ୟ ହ୍ରାସ ପାଇଲା, ଯଦି ସୁନା କିଣିବାକୁ ଚାହୁଁଛନ୍ତି ତେବେ ଆଜି ହିଁ କିଣି ଆଣନ୍ତୁ

ଆପଣ କଣ ଆଜି ସୁନା କିଣିବାକୁ ଚାହୁଁଛନ୍ତିକି, ତେବେ ସୁନାର ମୂଲ୍ୟର ତାଜା ଅପଡେଟ ଏଠାରେ ପାଇପାରିବେ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ଦର ୧୦ ଟଙ୍କା କମି ଦଶ ଗ୍ରାମ ପ୍ରତି ୪୪,୯୪୦ଟଙ୍କା ହୋଇଯାଇଛି। ୨୪ କ୍ୟାରେଟ ସୁନାର ମୂଲ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୪୫,୯୪୦ ଟଙ୍କା ହୋଇଯାଇଛି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା ହ୍ରାସ ହୋଇ ୪୪,୫୯୦ ଟଙ୍କା ହୋଇଯାଇଛି, ସେହିପରି ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୧୦ ଟଙ୍କା ହ୍ରାସ ପାଇ ୪୮, ୬୫୦ ଟଙ୍କା ହୋଇଛି।

Google

ଦେଶର ଅନେକ ପ୍ରମୁଖ ସହରରେ ମଧ୍ୟ ସୁନା ଦରରେ କିଛି ପରିବର୍ତ୍ତନ ଆସିଛି। ସେହିପରି ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ ୪୪,୯୪୦ ଟଙ୍କା ଓ ୪୫,୯୪୦ ଟଙ୍କା ଥିବା ରେକର୍ଡ କରାଯାଇଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ ଯଥାକ୍ରମେ ୪୬, ୨୪୦ ଟଙ୍କା ଓ ୫୦, ୪୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇ ସହରରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୪୪,୭୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନାର ମୂଲ୍ୟ ୪୮,୮୩୦ ଟଙ୍କା ରହିଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ ଯଥାକ୍ରମେ ୪୭, ୪୩୦ ଟଙ୍କା ଓ ୪୯,୦୬୦ଟଙ୍କା ରହିଛି। ସେହିପରି ରୂପାର ମୂଲ୍ୟ କିଲୋଗ୍ରାମ ପ୍ରତି ୧୫୦୦ ଟଙ୍କା ବଢ଼ି ୭୦,୩୦୦ ଟଙ୍କା ହୋଇଥିବାର ରେ-କ-ର୍ଡ କରାଯାଇଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *