ବିସିସିଆଇ ବିଶ୍ଵ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ପାଇଁ ଭାରତୀୟ ଦଳ ଘୋଷଣା,ଜାଣନ୍ତୁ ସ୍କ୍ୱାଡରେ କିଏ କିଏ ଅଛନ୍ତି ?

ଟେଷ୍ଟ ଚାମ୍ପିୟନସିପ ଫାଇନାଲ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ବିସିସିଆଇ ଆଇସିସି ବିଶ୍ବ ଟେଷ୍ଟ ଚାମ୍ପିୟନସିପର ଫାଇନାଲ ମ୍ୟାଚ ଓ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ଇଂଲଣ୍ଡ ବିପକ୍ଷରେ ଭାରତ ୫ଟି ଦିନକିଆ ଟେଷ୍ଟ ମ୍ୟାଚ ଖେଳିବ। ଏ ନେଇ ବିସିସିଆଇ ଟୁଇଟ କରି ସୂଚନା ଦେଇଛି।

Google

ଭାରତୀୟ ଦଳ:

ରୋହିତ ଶର୍ମା, ଶୁଭମାନ ଗିଲ, ମୟଙ୍କ ଅଗ୍ରଓ୍ବାଲ, ଚେତେଶ୍ବର ପୁଜାରା, ବିରାଟ କୋହଲି (ଅଧିନାୟକ), ଅଜିଙ୍କ୍ଯା ରାହାଣେ (ଉପ-ଅଧିନାୟକ), ହନୁମା ବିହାରୀ, ରିଷଭ ପନ୍ତ (ୱିକେଟ-କିପର), ରବିଚନ୍ଦ୍ରନ ଅଶ୍ବିନୀ, ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, ଯଶପ୍ରୀତ ବୁମରାହ, ଇଶାନ୍ତ ଶର୍ମା, ମହମ୍ମଦ ସାମୀ, ମହମ୍ମଦ ସିରାଜ, ସାର୍ଦ୍ଦୁଳ ଠାକୁର, ଉମେଶ ଯାଦବ, କେଏଲ ରାହୁଲ, ରିଦ୍ଧିମାନ ଶାହା(ୱିକେଟ-କିପର)।

ଷ୍ଟାଣ୍ଡବାଏରେ ଥିବା ଖେଳାଳୀ:

ଅଭିମନ୍ୟୁ ଇଶ୍ବରନ, ପ୍ରସିଦ୍ଧ କ୍ରିଷ୍ଣା, ଆବେସ ଖାନ, ଆର୍ଜାନ ନଗୱସୱାଲା

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *