କେବେ ପ୍ରକାଶ ପାଇବା ମାଟ୍ରିକ ପରୀକ୍ଷା ଫଳ ? ମନ୍ତ୍ରୀ ଦେଲେ ଉତ୍ତର

ହେଲା ଅପେକ୍ଷାର ଅନ୍ତ। ମାଟ୍ରିକ ରେଜଲ୍ଟ ଜୁନ ମାସର ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ। ଏ ବିଷୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।

ସେହିପରି ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ କରୋନାର ଦ୍ବିତୀୟ ଲହରକୁ ଦେଖି ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ଏବଂ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଉତ୍ତୀର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଯାହାର ମୁଲ୍ୟାୟନ ହେଉଅଛି। ଜୁନ ମାସ ଶେଷ ସପ୍ତାହ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ। ମାଟ୍ରିକ୍‌ ମୁଲ୍ୟାୟନ କାର୍ଯ୍ୟ ସଠିକ ଭାବରେ କରାଯାଉଛି। ନିର୍ଦ୍ଧାରିତ ସମୟରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ଚେଷ୍ଟା କରାଯାଉଛି।

ସେହିପରି ପରୀକ୍ଷା ଫଳ ବାହାରିବା ପରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନଥିବେ, ତେବେ ସେମାନ ଆଉ ଥରେ ଏଥିପାଇଁ ଆବେଦନ କରିପାରିବେ।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *