ପୁଣି କମିଲା ସୁନା ଦର, ଜାଣନ୍ତୁ ୧୦ ଗ୍ରାମ ସୁନାର ମୂଲ୍ୟ

ଆଜି ଭାରତୀୟ ବଜାରରେ ସୁନା ଦର ହ୍ରାସ ପାଇଛି। ୨୨ କ୍ୟାରେଟ ସୁନା ଦରର ମୂଲ୍ୟ ୧୦ ଗ୍ରାମ ପ୍ରତି ୧୫୦ ଟଙ୍କା ହ୍ରାସ ପାଇ ୪୭,୫୦୦ ଟଙ୍କାରେ ପହଞ୍ଚିଛି, ଆଉ ୨୪ କ୍ୟରେଟ ସୁନା ଦର ୧୦ ଗ୍ରାମ ପ୍ରତି ୨୦୦ ଟଙ୍କା କମି ୫୧,୬୦୦ ଟଙ୍କାରେ ପହଞ୍ଚିଛି। ରାଜଧାନୀ ଭୁବନେଶ୍ଵରରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୩୫୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୪୭୦ ଟଙ୍କାରେ ପହଞ୍ଚିଛି।

Google

ଦେଶର କିଛି ପ୍ରମୁଖ ସ୍ଥାନରେ ସୁନା ଦରର କିଛିଟା ପରିବର୍ତ୍ତନ ହୋଇଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୧୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୪୧୦ ଟଙ୍କା ରହିଛି, ନୂଆଦିଲ୍ଲୀରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୪୧୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୪୧୦ ଟଙ୍କା ରହିଛି, ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୭୫୦ ଟଙ୍କା ଥିବାବେଳେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୯୦୦ ଟଙ୍କା ରହିଛି। କୋଲକାତାରେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୮୪୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୪୫୦ ଟଙ୍କା ଛୁଇଁଛି। ଆଉ ଅନ୍ୟପର୍ଶ୍ୱରେ ରୁପାର ମୂଲ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା କମି ୭୧,୩୦୦ ଟଙ୍କା ହୋଇଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *