ତପୁ ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁ-ରୁତ-ର, କମିଲା ଅକ୍ସିଜେନ ଲେବୁଲ

ଓଲିଉଡର ସୁନାମ କଣ୍ଠଶିଳ୍ପୀ ତପୁ ମିଶ୍ର କରୋନାରେ ଆ-କ୍ରା-ନ୍ତ ହୋଇଥିଲେ। ଗତ କିଛିଦିନ ଧରି ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଆଉ ଏବେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁ-ରୁତ-ର ହୋଇପଡିଛି। ତାଙ୍କର ଅକ୍ସିଜେନ ଲେବୁଲ କମିଯାଇଥିବାରୁ ତାଙ୍କୁ ଏବେ ଅକ୍ସିଜେନ ଦିଆଯାଉଛି। ତପୁ ମିଶ୍ରଙ୍କ ସମ୍ପର୍କୀୟଙ୍କ କହିବ ଅନୁଯାୟୀ, ତାଙ୍କୁ ଏବେ ଆଇସିୟୁରେ ରଖାଯାଇଛି।

Google

ତପୁ ମିଶ୍ର ଗତ ୨୬ ଦିନ ହେଲାଣି ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପ୍ରଥମେ ତାଙ୍କୁ ଗୋଟିଏ ହସ୍ପିଟାଲରେ ୬ଦିନ ଚିକିତ୍ସା କରିବାପରେ ଆଉ ଏକ ହସ୍ପିଟାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ, ସେ ଗୁ-ରୁତ-ର ହୋଇପଡ଼ିଥିବା ଖବର ପାଇବା ପରେ ଓଡ଼ିଶା ଜଗତର କଳାକାରମାନେ ଆରୋଗ୍ୟ ପାଇଁ ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କରୁଛନ୍ତି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *