ଆଜି ବାହାରିବ ମାଟ୍ରିକ ପରୀକ୍ଷା ଫଳ; ସନ୍ଧ୍ୟା ୬ଟା ପରେ ୱେବସାଇଟରେ ଉପଲବ୍ଧ ହେବ ରେଜଲ୍ଟ

ଆଜି ପ୍ରକାଶ ପାଇଁ ଚଳିତବର୍ଷର ମାଟ୍ରିକ ରେଜଲ୍ଟ। କଟକରେ ଅବସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଆଜି ଅପରାହ୍ନ ୪ଟା ସମୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ବୋଲି ବୋର୍ଡ କତୃପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ସନ୍ଧ୍ୟା ୬ଟା ପରେ ୨ଟି ୱେବସାଇଟରେ ଉପଲବ୍ଧ ହେବ ମାଟ୍ରିକ ପରୀକ୍ଷା ଫଳ। ଓ୍ବେବସାଇଟ www.bseodisha.in ଓ www.bseodisha.nic.in ରେ ଉପଲବ୍ଧ ହେବ ପରୀକ୍ଷା ଫଳ।

Google

ଆଉ ଅନ୍ୟ ପାର୍ଶ୍ବରେ SMS ମାଧ୍ୟମରେ ମଧ୍ୟ ଛାତ୍ରଛାତ୍ରୀ ପରୀକ୍ଷାଫଳ ଜାଣିପାରିବେ। ଜାଣିବା ପାଇଁ OR01 <Space> Roll No ଲେଖି 5676750କୁ SMS କରିବାକୁ ପଡିବ। ଆଉ ଅନ୍ୟପାର୍ଶ୍ୱରେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ କତୃପକ୍ଷ ସୂଚନା ଦେଇଛନ୍ତି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *