ରାଜ୍ୟରେ ନିଯୁକ୍ତ ହେବେ ୧୧,୪୫୦ ଶିକ୍ଷକ : ୨୩ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ଖୁବଶିଘ୍ର ନିଯୁକ୍ତ ହେବେ ୧୧,୪୫୦ ଶିକ୍ଷକ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ୧୧,୪୫୦ ଶିକ୍ଷକ ନିଯୁକ୍ତ ପାଇଁ ବ୍ୟବସ୍ଥା କରାଯାଉଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୪୬୧୯ଟି ଶିକ୍ଷକ ପଦବୀ ପୂରଣ କରାଯିବ। ସେଥିମଧ୍ୟରୁ ୨୦୫୫ଟି ହିନ୍ଦୀ,୧୩୦ଟି ସଂସ୍କୃତ ଏବଂ ୧୨୬୦ଟି ପିଇଟି ପଦବୀ ପୂରଣ ପାଇଁ ଅଗଷ୍ଟ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ କରାଯିବ।

Google

ଆଉ ସେହିଭଳି ଦ୍ଵିତୀୟ ପର୍ଯ୍ୟାୟରେ ୬୦୬୫ ଟି TGT ଏବଂ ତେଲୁଗୁ ଏବଂ ତୃତୀୟ ପର୍ଯ୍ୟାୟରେ ୯୪୦ଟି ନୂତନ ସୃଷ୍ଠି ହୋଇଥିବା TGT, କ୍ଲାସିକାଲ ଏବଂ ହିନ୍ଦୀ ଶିକ୍ଷକ ନିଯୁକ୍ତି ପାଇଁ ଖୁବଶୀଘ୍ର ବିଜ୍ଞପ୍ତି ପ୍ରକାଶ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *