୧୦ମ ପାସ କରିଥିବା ପାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ; ଡାକ ବିଭାଗରେ ଖାଲି ପଡ଼ିଛି ୨୩୫୭ ପଦବୀ

ଦଶମ ପାସ କରିଥିବା ଯୋଗ୍ୟ ପାର୍ଥୀ ଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଭାରତୀୟ ଡାକ ବିଭାଗରେ ୨୩୫୭ ପଦବୀ ପାଇଁ ନୋଟିଫିକେସନ ଜାରି କରାଯାଇଛି। ଏହି ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀ ଇଣ୍ଡିଆ ପୋଷ୍ଟର ଅଧିକାରକ ୱେବସାଇଟ appost.in କୁ ଯାଇ ଏହିସବୁ ପଦବୀ ପାଇଁ ଆବେଦନ କରିପାରିବେ। ଆବେଦନ କରିବାର ଶେଷ ତାରିଖ ଅଗଷ୍ଟ ମାସ ୧୯ ତାରିଖ ୨୦୨୧ ରହିଛି। ଜାଣନ୍ତୁ ଏହି ନିଯୁକ୍ତି ସମ୍ପର୍କରେ…

ପଦବୀ ବିବରଣୀ: ୨୩୫୭

ବ୍ରାଞ୍ଚ ପୋଷ୍ଟମାଷ୍ଟର

ଆସିଷ୍ଟାଣ୍ଟ ବ୍ରାଞ୍ଚ ପୋଷ୍ଟମାଷ୍ଟର

ଡାକ ସେବକ

ଶିକ୍ଷାଗତ ଯୋଗ୍ଯତା:

ଏହି ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କୁ କୌଣସି ମାନ୍ଯତା ପ୍ରାପ୍ତ ସଂସ୍ଥାରୁ ବୋର୍ଡ ପରୀକ୍ଷା ବା ୧୦ମ ପାସ କରିଥିବା ନିତ୍ୟାନ୍ତ ଆବଶ୍ଯକ। ଏଥିସହିତ ଯୋଗ୍ୟ ପ୍ରାର୍ଥୀଙ୍କୁ ସ୍ଥାନୀୟ ଭାଷା ଆସୁଥିବା ନିତ୍ୟାନ୍ତ ଜରୁରୀ।

ବୟସ ସୀମା:

ଗ୍ରାମୀଣ ଡାକ ସେବକ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କ ବୟସ ସର୍ବନିମ୍ନ ୧୮ ବର୍ଷ ଏବଂ ସର୍ବାଧିକ ବୟସ ୪୦ ବର୍ଷ ହୋଇଥିବା ଦରକାର।

ଆବେଦନ ଶୁଳ୍କ:

ଏହି ପଦବୀ ପାଇଁ ଯୋଗ୍ୟ ପାର୍ଥୀ ସାଧାରଣ ବର୍ଗ ଏବଂ ଓବିସି ପୁରୁଷଙ୍କ ପାଇଁ ୧୦୦ ଟଙ୍କା ଶୁଳ୍କ ରହିଥିବା ସମୟରେ ଏସସି/ଏସଟି ବର୍ଗ ମାଗଣାରେ ଆବେଦନ କରିପାରିବେ।

ଚୟନ ପ୍ରକ୍ରିୟା:

ଡାକ ବିଭାଗରେ ଗ୍ରାମୀଣ ଡାକ ସେବକ ପଦବୀ ପାଇଁ କୌଣସି ଲିଖିତ ପରୀକ୍ଷା ଦେବାକୁ ପଡିବନାହିଁ। କେବଳ ଯୋଗ୍ୟ ପାର୍ଥିଙ୍କର ମେରିଟ ଲିଷ୍ଟ ଅନୁସାରେ ଚୟନ କରାଯିବ।

ଅଧିକ ଜାଣିବା ପାଇଁ ଏଠାରେ କ୍ଲିକ କରନ୍ତୁ

http://www.appost.in/gdsonline/

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *