ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ରାଜ୍ୟର ଭଦ୍ରକ ଜିଲ୍ଲା,କେନ୍ଦ୍ରାପଡ଼ା ଜିଲ୍ଲା,ଜଗତସିଂହପୁର ଜିଲ୍ଲା,ବାଲେଶ୍ବର ଜିଲ୍ଲା,ମୟୂରଭଞ୍ଜ ଜିଲ୍ଲା,କେନ୍ଦୁଝର ଜିଲ୍ଲା,ସୁନ୍ଦରଗଡ଼ ଜିଲ୍ଲା,ଝାରସୁଗୁଡ଼ା ଜିଲ୍ଲା,ଦେବଗଡ଼ ଜିଲ୍ଲା,ସମ୍ବଲପୁର ଜିଲ୍ଲା ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମ୍ପର୍କରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

ସେହିପରି ଭାବରେ ଅଗଷ୍ଟ ୨୦ ତାରିଖ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲା,ବରଗଡ଼ ଜିଲ୍ଲା,ଝାରସୁଗୁଡ଼ା ଜିଲ୍ଲା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ର ତରଫରୁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *