ଜାଣନ୍ତୁ ଆପଣଙ୍କ ସହରର ସୁନା ଦର : ବଢିଛି ନା କମିଛି !

ଆଜି ଭାରତୀୟ ବଜାରରେ ବୃଦ୍ଧି ପାଇଲା ସୁନାର ମୂଲ୍ୟ। ଗତକାଲି ତୁଳନାରେ ଆଜି ସୁନା ଦାମ ଗ୍ରାମ ପ୍ରତି ୧୨୦ ଟଙ୍କା ବୃଦ୍ଧି ପାଇଛି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୩୫୦ ଟଙ୍କା ରହିଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୫୪୦ ଟଙ୍କା ରହିଛି। ଆଉ ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୪୦୦ ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୪୦୦ ଟଙ୍କା ଥିବାର ରେକର୍ଡ କରାଯାଇଛି।

ଦେଶର ପ୍ରମୁଖ ସହର ଗୁଡିକରେ ସୁନା ଦରରେ କିଛିଟା ପରିବର୍ତ୍ତନ ହୋଇଛି। ମୁମ୍ବାଇରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୫୩୦ ଟଙ୍କା ରହିଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୫୩୦ ଟଙ୍କା ରହିଛି। ସେହିପରି ନୂଆଦିଲ୍ଲୀରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୬୬୦ ଟଙ୍କା ଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୫୦,୯୧୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୭୮୦ ଟଙ୍କା ରହିଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୮୬୦ ଟଙ୍କା ରହିଛି। ଆଉ ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୯୫୦ ଟଙ୍କା ରହିଥିବା ସମୟରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୬୫୦ ଟଙ୍କା ରହିଛି। ଆଉ ଅନ୍ୟପର୍ଶ୍ୱରେ ରୂପା ର ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି। ଆଜି ରୂପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା ବୃଦ୍ଧି ପାଇ ୬୫,୪୦୦ ଟଙ୍କା ରହିଛି।

ବନ୍ଧୁଗଣ ଆପଣ ଏହିପରି ଦେଶବିଦେଶ ଖବର, ଓଡ଼ିଶା ଖବର, କରୋ ଅପଡେଟ, ମନରୋଞ୍ଜନ୍ ଧର୍ମୀ ବିଷୟ, ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ବିଷୟରେ ଅଧିକ ଜାଣିବା ପାଇଁ ଆମ ପୋର୍ଟାଲ କୁ ଲାଇକ କରନ୍ତୁ ଓ ଫୋଲୋ କରନ୍ତୁ । ଯଦି ଆପଣଙ୍କୁ ଏହି ଖବରଟି ପସନ୍ଦ ଆସିଲା ତେବେ ଏହାକୁ ଆପଣ ଆପଣଙ୍କ ସାଙ୍ଗସାଥୀ ଙ୍କୁ ସେୟାର କରନ୍ତୁ ଯାହାଫଳରେ ସେ ମଧ୍ୟ ଏ ବିଷୟରେ କିଛି ଜାଣି ପାରିବେ

Leave a Reply

Your email address will not be published. Required fields are marked *