ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳକୁ ଲାଗିଛି ବଡ଼ ଝଟ୍କା। ଲୋକସଭା ସଦସ୍ୟତାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି କଂଗ୍ରେସ ଦଳର ପୂର୍ବତନ ସଭାପତି। ରାହୁଲ ଗାନ୍ଧୀ ୨୦୧୯ ମସିହାର ଅପ-ରାଧିକ ମାନହାନୀ ମାମ-ଲାରେ ଦୋ-ଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେ-ଲଦ-ଣ୍ଡରେ ଦ-ଣ୍ଡିତହେବା ଯୋଗୁ ଲୋକସଭା ସଦସ୍ୟତା ହରାଇଛନ୍ତି ବୋଲି ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ଜନପ୍ରତିନିଧି ଆଇ-ନର ଧାରା ୧୦୨ (୧) (ଉ)ରେ ଥିବା ବ୍ୟବସ୍ଥା ଅନୁଯାୟୀ ରାହୁଲ ଗାନ୍ଧୀ ୨୩ ମାର୍ଚ୍ଚ ଠାରୁ ଆଉ ଲୋକସଭା ସଦସ୍ୟ ରହିପାରିବେ ନାହିଁ।କେରଳର ୱାୟାନାଡ ସଂସଦୀୟ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ଲୋକସଭା ସଦସ୍ୟ ରାହୁଲ ଗାନ୍ଧୀ ଗତକାଲି ଦୋ-ଷୀ ସାବ୍ୟସ୍ତ ହେବା ପରେ ଆଜି ଲୋକସଭା ସଚିବାଳୟ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି।
ବନ୍ଧୁଗଣ ଉଲ୍ଲେଖଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସରନେମ୍’କୁ ନେଇ ଦେଇଥିବା ବିବା-ଦୀୟ ମନ୍ତବ୍ୟ ରାହୁଲ ଗାନ୍ଧୀଙ୍କୁ ମହ-ଙ୍ଗା ପଡ଼ିଛି ।
ଗୁଜରାଟ ସୁରତ ସହରର ଏକ ଅଦା-ଲତ ଗୁରୁବାର କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ‘ମୋଦୀ’ ସାଙ୍ଗିଆ ଉପରେ କଟୁ ମନ୍ତବ୍ୟ ଦେବା ପାଇଁ ତାଙ୍କ ବିରୋ-ଧରେ ଦାୟର ହୋଇଥିବା ଅପ-ରାଧିକ ମାନହାନି ମାମ-ଲାରେ ଦୋ-ଷୀ ସାବ୍ୟସ୍ତ କରିଥିଲେ । ଏଥିସହ ୨ ବର୍ଷ କା-ରାଦ-ଣ୍ଡରେ ଦ-ଣ୍ଡିତ କରିଥିଲେ । ଅବଶ୍ୟ ଏହାପରେ ରାହୁଲଙ୍କୁ ୩୦ ଦିନ ଜା-ମିନ ପ୍ରଦାନ କରାଯାଇଛି ।
I’m stunned by this action and by its rapidity, within 24 hours of the court verdict and while an appeal was known to be in process. This is politics with the gloves off and it bodes ill for our democracy. pic.twitter.com/IhUVHN3b1F
— Shashi Tharoor (@ShashiTharoor) March 24, 2023
ଏହି ସମୟ ମଧ୍ୟରେ ସେ ଏହି ରାୟ ବିରୋ-ଧରେ ଉପର କୋର୍ଟରେ ଆବେଦନ କରିପାରିବେ । ସବୁ ଚୋ-ରଙ୍କ ପାଖରେ ମୋଦୀ ସାଙ୍ଗିଆ କେମିତି ଅଛି’?
ରାହୁଲ ଗାନ୍ଧୀ ଏକ ନିର୍ବାଚନୀ ସଭାରେ ଏପରି କହିବା ପରେ ବିଜେପି ବିଧାୟକ ତଥା ଗୁଜରାଟର ପୂର୍ବତନ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଗାନ୍ଧୀଙ୍କ ମନ୍ତବ୍ୟ ପାଇଁ ତାଙ୍କ ବିରୋ-ଧରେ ଏକ ମାନହାନି ମାମ-ଲା ଆଗତ କରିଥିଲେ । ତେବେ ଏହାକୁ ଆନ୍ଦୋଳନ କରିବା ପାଇଁ ମଧ୍ୟ ଦଳ । ପଦଯାତ୍ରା କରିବାର ଯୋଜନା କରୁଥିବା ସୂଚନା ମିଳିଛି । ତେବେ ରାଷ୍ଟ୍ରପତିଙ୍କୁ ଦାବି ପତ୍ର ଦେଇପାରେ ଦଳ ।